Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଲେ ପ୍ରତାପ ଷଢଙ୍ଗୀ

30/05/2019 at 8:45 PM

ବିଜେପିର ବାଲେଶ୍ବର ସାଂସଦ ପ୍ରତାପ ଷଢଙ୍ଗୀଙ୍କୁ ମୋଦିଙ୍କ ଦ୍ବିତୀୟପାଳି ସରକାରରେ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି । ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ପ୍ରତାପ ଷଢଙ୍ଗୀ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି । ଗତ ୨୦୦୪ ସାଧାରଣ ନିର୍ବାଚନରେ ପ୍ରତାପ ବିଜେପିର ନିଳଗିରି ଆସନରୁ ପ୍ରତିଦ୍ବନ୍ଦ୍ବୀତା କରି ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଚଳିତ ଥର ସେ ପ୍ରଥମ କରି ବାଲେଶ୍ବର ଲୋକସଭା ଆସନରୁ ନିର୍ବାଚନ ଲଢିଥିଲେ। ବିଜେଡିର ରବିନ୍ଦ୍ର ଜେନାଙ୍କୁ ବହୁମତରେ ପରାସ୍ତ କରି ପ୍ରତାପ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ନିଜର ସରଳ ଜୀବନ ଶୈଳୀ ପାଇଁ ବେଶ ଚର୍ଚ୍ଚିତ ପ୍ରତାପ ଷଢଙ୍ଗୀଙ୍କୁ ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ  ପଦ ମିଳିଛି ।  

   Related Posts