Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ବିଜେଡିରୁ ନିଲମ୍ବିତ ହେଲେ ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ

5/11/2020 at 1:35 PM

ଭୁବନେଶ୍ବର ୫।୧୧: ବିଜେଡିରୁ ନିଲମ୍ବିତ ହେଲେ ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ । ଦଳ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି ।

ଦଳ ବିରୋଧୀ କାର୍ଯ୍ୟ ନେଇ ତାଙ୍କୁ ନିଲମ୍ବନ କରାଯାଇଥିବା ବିଜେଡି ପକ୍ଷରୁ ପ୍ରେସ୍ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ତତକ୍ଷଣାତ ଆକ୍ସନ ନେବା ପାଇଁ ଦଳ ପକ୍ଷରୁ ପ୍ରକାଶ କରାଯାଇଥିବା ପ୍ରେସ୍ ରିଲିଜରେ ଉଲ୍ଲେଖ କରାଯାଇଛି ।

   Related Posts