Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ବାଲେଶ୍ବର ଜିଲ୍ଲାରେ ପଡିଲା ବାତ୍ୟାର ପ୍ରଭାବ

20/05/2020 at 7:07 AM

ବାଲେଶ୍ବର୨୦/୫: ବାତ୍ୟାର ପ୍ରଭାବ ବାଲେଶ୍ୱର ଜିଲ୍ଲାରେ ପଡିଛି । ବିଳମ୍ବିତ ରାତିରୁ ବର୍ଷା ସହ ପବନ ବୋହିବା ଆରମ୍ଭ ହୋଇଛି । ତେବେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋ ମିଟର ମଧ୍ୟରେ ରହିଛି । ଜିଲ୍ଲାର ବିଭିନ୍ନ ବ୍ଲକରୁ ୩୩୫ ଜଣ ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାକୁ ଅଣାଯାଇଛି । ସେହିପରି ୮୮୯୧ ଜଣଙ୍କୁ ଜିଲ୍ଲାର ବିଭିନ୍ନ ବାତ୍ୟା ଆଶ୍ରସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି । ଜିଲ୍ଲାରେ ୪ଟି ଏନଡିଆରଏଫ, ଛଅଟି ଓଡ୍ରାଫ ଟିମ୍ ସଜାଗ ଅଛନ୍ତି । ବାଲେଶ୍ୱର ଜିଲ୍ଲାର ସବୁ ବ୍ଲକରେ ଦମକଳ କର୍ମଚାରୀମାନେ ମଧ୍ୟ ପ୍ରସ୍ତୁତ ହୋଇ ରହିଛନ୍ତି ।

   Related Posts