ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଡିଭିଜନ୍ ନିର୍ବାହୀ ଯନ୍ତ୍ରୀ
18/10/2019 at 9:09 AM

ବାଲେଶ୍ବର ୧୮।୧୦: ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଡିଭିଜନ୍ ନିର୍ବାହୀ ଯନ୍ତ୍ରୀ । ନିର୍ବାହୀ ଯନ୍ତ୍ରୀ ବସନ୍ତ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି ।

ବାଲେଶ୍ବର ସ୍ଥିତ ଅଫିସ, ଜେଲରୋଡ ନିକଟସ୍ଥ ବାସଭବନ, ଭୁବନେଶ୍ବରରେ ଥିବା ଫ୍ଲାଟ୍, ବାଲେଶ୍ବର ସରିତା ସ୍ଥିତ ପୈତୃକ ଘରେ ଚଢାଉ ଜାରି ରହିଛି ।
Related Posts
ଗୋଟିଏ ଫୋନ୍ କଲ୍, ଆକାଉଣ୍ଟରୁ ଗାଏବ ହୋଇଗଲା ୬୦ ହଜାର ଟଙ୍କା
26 February 2021
ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର, ସର୍ଟ ସର୍କିଟ୍ରୁ ନିଆଁ ଲାଗିଥିବା ଆଶଙ୍କା
26 February 2021