Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ବାଲେଶ୍ୱର ବାଲିଆପାଳ ଥାନା ବଡ଼ାଶ ଏବଂ କେନ୍ଦୁଆଡ଼ିଆ ଗାଁରେ ରକ୍ତାକ୍ତ ସଂଘର୍ଷ

7/06/2018 at 7:27 AM

ବାଲେଶ୍ୱର ବାଲିଆପାଳ ଥାନା ବଡ଼ାଶ ଏବଂ କେନ୍ଦୁଆଡ଼ିଆ ଗାଁରେ ରକ୍ତାକ୍ତ ସଂଘର୍ଷ । ଏଥିରେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ଆଜି ସକାଳେ ଗାଁର ଦୁଇ ଭାଇ ସେକ୍ ହନିଫ୍ ଏବଂ କକା ପୁଅ ଭାଇ ସେକ୍ ହନିଫଙ୍କ ମଧ୍ୟରେ ଗଣ୍ଡଗୋଳ ଆରମ୍ଭ ହୋଇଥିଲା । ଜମିବାଡ଼ି ବିବାଦ ହଣାକଟା ପର୍ଯ୍ୟନ୍ତ ଯାଇଥିଲା । ଆକ୍ରମଣ ପ୍ରତି ଆକ୍ରମଣରେ ୬ ଗୁରୁତର ବାଲିଆପାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ।

Leave a Reply

   Related Posts