Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

ବାଲେଶ୍ବରରୁ ଭୁବନେଶ୍ବର: ବେଧଡକ ଚାଲିଛି ଧଳା ଜହର ବେପାର

30/01/2020 at 8:54 PM

ଭୁବନେଶ୍ବର୩୦/୧: ବାଲେଶ୍ବରରୁ ଭୁବନେଶ୍ବର। ବେଧଡକ ଚାଲିଛି ଧଳା ଜହର ବେପାର । ରାଜଧାନୀରୁ ପୁଣି ଧଳା ଜହର ଜବତ ହୋଇଛି । ବରମୁଣ୍ଡା ଅଞ୍ଚଳରୁ ଶେଖ ମୁସ୍ତାକିନକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ । ତା ନିକଟରୁ ୨୨ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ଛୋଟ ଛୋଟ ବ୍ୟବସାୟୀଙ୍କୁ ବିକ୍ରି କରୁଥିଲା ।

ବିଶେଷ କରି କଲେଜ ଛାତ୍ରଛାତ୍ରୀଙ୍କୁ ବ୍ରାଉନସୁଗାର ବେପାରୀଙ୍କୁ ସାମିଲ କରାଯାଉଥିଲା । ତେବେ ଗତ ୨୨ ଦିନ ମଧ୍ୟରେ କ୍ରାଇମବ୍ରାଞ୍ଚ ଏସଟିଏଫ ଭୁବନେଶ୍ବର, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ପିପିଲି, ଢେଙ୍କାନାଳ, ଭଦ୍ରକ ଆଦି ଜିଲ୍ଲାରେ ଚଢାଉ କରି ୨୨ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି । ଏଥି ସହ ୮୪୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥି ସହ ୩୨୫ ଗ୍ରାମ ଅଫିମ ଓ ୧୩ ଲକ୍ଷ ୨୧ ହଜାର ଟଙ୍କା ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ ।

   Related Posts