Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୨୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ
  • ||
  • ନୟାଗଡ଼ : ରେଳ ଷ୍ଟେସନରେ ଲଙ୍କାକାଣ୍ଡ : ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା, ବିରୋଧ କରିବାରୁ ମ୍ୟାନେଜର ଓ କର୍ମଚାରୀଙ୍କୁ ଆକ୍ରମଣ
  • ||
  • ଆଜି ୧୧ ଜିଲ୍ଲାରେ କାଳବୈଶାଖି ବର୍ଷା ! ୧୫ ଯାଏଁ ତାତିରୁ ମିଳିବ ତ୍ରାହି
  • ||

ବାଲିଆପାଳ ବ୍ଲକ ଅଞ୍ଚଳରେ ଦିବ୍ୟାଙ୍ଗକୁ ଦୁଷ୍କର୍ମ ଅଭିଯୋଗ

19/11/2018 at 11:55 AM

ବାଲେଶ୍ବର ୧୯/୧୧: ବାଲିଆପାଳ ବ୍ଲକ ଅଞ୍ଚଳରେ ଦିବ୍ୟାଙ୍ଗକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଆବାସିକ ସ୍କୁଲରୁ ଡାକି ନେଇ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ବାଲେଶ୍ବର ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ଆବାସିକ ସ୍କୁଲରେ ରହି ପାଠ ପଢୁଥିଲେ ଦିବ୍ୟାଙ୍ଗ ନାବାଳିକା। ଗତ ଶନିବାର ଆବାସିକ ସ୍କୁଲରୁ ଡାକି ନେଇଥିଲେ ଦୁର୍ବୃତ୍ତ। ରବିବାର ପୁଣି ଆବାସିକ ସ୍କୁଲରେ ଆଣି ଛାଡି ଦେଇଥିଲେ। ପରିବାର ପକ୍ଷରୁ ଜାମକୁଣ୍ଡା ଫାଣ୍ଡିରେ ଅଭିଯୋଗ ହୋଇଛି।

 

   Related Posts