Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||
  • ଭୁବନେଶ୍ବର : କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା
  • ||

ଭିଜିଲାନ୍ସ ହାବୁଡରେ ମୁଖ୍ୟ କିରାଣୀ : ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ, ଘରୁ ମିଳିଲା ୧୩ ଲକ୍ଷରୁ ଅଧିକ ଟଙ୍କା

4/11/2021 at 11:02 AM

ବାଲିଗୁଡା ୪।୧୧: ଲାଞ୍ଚ ନେଇ ଧରାପଡିଲେ ମୁଖ୍ୟ କିରାଣୀ । କନ୍ଧମାଳ ଜିଲ୍ଲା ବାଲିଗୁଡା ITDA ଅଫିସ୍ ମୁଖ୍ୟ କିରାଣୀ ବସନ୍ତ ପାଣି ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି । ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବସନ୍ତ ଧରିଲା ଭିଜିଲାନ୍ସ । ତେବେ କିରାଣୀ ଜଣଙ୍କ ୨ ଲକ୍ଷ ଟଙ୍କା ସୁରକ୍ଷା ଜମା ରିଲିଜ ପାଇଁ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ପରେ ତାଙ୍କ ଘରେ ଚଢାଉ କରିଥିଲା ଭିଜିଲାନ୍ସ । ରେଡ୍ ବେଳେ ତାଙ୍କ ଘରୁ ୧୩ ଲକ୍ଷରୁ ଅଧିକ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ ।

   Related Posts