ଯୁବକଙ୍କୁ ପୋଲିସ ମାଡ଼ ମାରିବା ଘଟଣାକୁ ନେଇ ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀରେ ଭୋଟ ବର୍ଜନ କରିଛନ୍ତି ଗ୍ରାମବାସୀ

Published By : Prameya-News7 Bureau | April 29, 2019 IST

ଜଗତସିଂହପୁର ୨୯/୪ : ଆଜି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି | ୬ଟି ଲୋକସଭା ଏବଂ ୪୧ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି | ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଏବଂ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ ହୋଇଛି | ଜଗତସିଂହପୁର ଜିଲ୍ଲା ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀରେ ଉତ୍ତେଜନା ଦେଖାଦେଇଛି |

{"id":108588}

ଜଣେ ଯୁବକଙ୍କୁ ପୋଲିସ ମାଡ଼ ମାରିବା ଘଟଣାକୁ ନେଇ ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀର ଦାମକଣ ଗାଁରେ ଉତେଜନା ଦେଖାଦେଇଛି | ଯେଉଁଥିପାଇଁ ଗ୍ରାମବାସୀଙ୍କ ଭୋଟ ବର୍ଜନ କରିଛନ୍ତି |

{"id":108589}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.