Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ୍‌ରେ ଦାନ କଲେ ମହିଳା ସଂଘ

9/05/2020 at 9:06 AM

ବାଲିପାଟଣା ୯।୫: ବର୍ତ୍ତମାନ ଦେଶ ଏବଂ ରାଜ୍ୟରେ ସଂଘାତିକ ସ୍ଥିତି ଦେଇ ଗତି କରୁଛି । ସରକାରଙ୍କୁ ସାହାଯ୍ୟ କରିବା ପାଇଁ ମହିଳାମଣ୍ଡଳମାନେ ଆଗେଇ ଆସୁଥିବା ଦେଖାଦେଇଛି । କରୋନା ମୁକାବିଲା ପାଇଁ କେନ୍ଦ୍ର ଏବଂ ରାଜ୍ୟ ରିଲିଫ୍ ଫଣ୍ଡକୁ ମହିଳା ସଂଘର ଅର୍ଥରାଶି ପ୍ରଦାନ କରିଛନ୍ତି ।

ବାଲିପାଟଣା ବ୍ଲକ୍ ଭାକରସାହି ମହିଳା ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡକୁ ୩୪ହଜାର ଟଙ୍କା ଏବଂ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ୩୦ହଜାର ଟଙ୍କା ପ୍ରଦାନ କଲେ ଭାକରସାହି ମହିଳା ମହାସଂଘ ସଦସ୍ୟା । ବାଲିପାଟଣା ଅତିରିକ୍ତ ତହସିଲଦାର ସ୍ନେହଲତା ଆଚାର୍ଯ୍ୟଙ୍କୁ ଏହି ଅର୍ଥରାଶି ଚେକ୍ ମାଧ୍ୟମରେ ପ୍ରଦାନ କରିଛନ୍ତି ସଂଘର ସଦସ୍ୟା । ବାଲିପାଟଣାର ଅନେକ ମଣ୍ଡଳ ଏହିପରି ଭାବେ ସହାୟତା ରାଶି ପ୍ରଦାନ କରୁଥିବା ଦେଖାଯାଇଛି ।

   Related Posts