ଆଜି ମହାପ୍ରଭୁଙ୍କ ବନକଲାଗି ନୀତି : ୪ ଘଣ୍ଟା ଦର୍ଶନ ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ

Published By : Prameya-News7 Bureau | December 04, 2019 IST

ପୁରୀ ୦୪।୧୨: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି !  ଏହି ସମୟରେ ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଶ୍ରୀମୁଖ ସିଙ୍ଗାର ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକ ଲାଗି ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟରେ ସାଧାରଣ ଭକ୍ତଙ୍କ ପାଇଁ ମନ୍ଦିର ଦର୍ଶନ ବନ୍ଦ ରହିଥାଏ । ତେବେ ଠାକୁରଙ୍କ ପରମ୍ପରା ଅନୁସାରେ ଅନେକ ସମୟରେ ଏପରି ଭାବରେ ଗୁପ୍ତ ନୀତି କରାଯାଇଥାଏ ।.

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.