Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

‘ବନ୍ଦେ ଉତ୍କଳ ଜନନୀ’କୁ ଉପଯୁକ୍ତ ମାନ୍ୟତା ମିଳିଲା: ଧର୍ମେନ୍ଦ୍ର

8/06/2020 at 10:45 AM

ଭୁବନେଶ୍ୱର ୦୮।୦୬: ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିବାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ଦେଶାତ୍ମକବୋଧ ଗୀତକୁ ଶେଷରେ ଉପଯୁକ୍ତ ମାନ୍ୟତା ମିଳିଲା ବୋଲି ଧର୍ମେନ୍ଦ୍ର କହିଛନ୍ତି ।

ସେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ବେଳେ ଏହି ଗୀତ ଓଡି଼ଆଙ୍କ ମନରେ ଦେଶାତ୍ମକବୋଧର ମଞ୍ଜି ଭରିଥିଲା ।ଓଡି଼ଆଙ୍କ ମଧ୍ୟରେ ଏକତା ଆଣିଥିଲା । ରାଜ୍ୟ ସଙ୍ଗୀତର ମାନ୍ୟତା ପାଇବା ପରେ ବନ୍ଦେ ଉତ୍କଳ ଜନନୀକୁ ଉପଯୁକ୍ତ ମାନ୍ୟତା ମିଳିଛି । ସୂଚନା ଥାଉ କି, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ଏହି ସଙ୍ଗୀତକୁ ରାଜ୍ୟ ସଙ୍ଗୀତ ଆଖ୍ୟା ପାଇଁ ପ୍ରସ୍ତାବ ଦିଆଯାଇଥିଲା । ଏହି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଛନ୍ତି ।

   Related Posts