Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ବ୍ୟାଙ୍କ ଖୋଲୁ ଖୋଲୁ ଲୁଟ ; ବନ୍ଧୁକ ଦେଖାଇ ୫୦ ଲକ୍ଷ ଲୁଟ

19/06/2018 at 6:36 AM

ରାଉରକେଲା ମଧୁସୂଦନ ଛକ ନିକଟସ୍ଥ ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି
ବନ୍ଧୁକ ଦେଖାଇ ଲୁଟି ନେଲେ ୫୦ ଲକ୍ଷ ଟଙ୍କା
୭ ରୁ ୮ ଜଣ ଦୁର୍ବୃତ୍ତ ବନ୍ଧୁକ ଧରି ଆସି ଟଙ୍କା ଲୁଟି ନେଇଛନ୍ତି
ଘଟଣାସ୍ଥଳରେ ପୋଲିସର ଛାନଭିନ ଜାରି ରହିଛି

   Related Posts