Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ରାଜଧାନୀରେ ପୋଲିସକୁ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ, ବନ୍ଧୁକ ମୁନରେ ବ୍ୟାଙ୍କରୁ ଲୁଟିନେଲେ ୨ ଲକ୍ଷ ୮୦ ହଜାର

7/09/2020 at 5:26 PM

ଭୁବନେଶ୍ୱର, ୦୭।୦୯:     କମିଶନରେଟ୍ ପୋଲିସକୁ ଖୁଲମଖୁଲା ଚ୍ୟାଲେଞ୍ଜ୍ । ବ୍ୟାଙ୍କ ଭିତରେ ପଶି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ରାଜଧାନୀ ଭୁବନେଶ୍ୱର ଇନଫୋସିଟି ଥାନା ଅନ୍ତର୍ଗତ ଆଇଓବିରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ ।

ଦୁର୍ବୃତ୍ତମାନେ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭୀତ କରିଥିଲେ । ଏହାପରେ ସେମାନେ ପ୍ରାୟ ୨ ଲକ୍ଷ ୮୦ ହଜାର ଟଙ୍କା ଲୁଟି ନେଇଥିଲେ ।

ଘଟଣାସ୍ଥଳରେ ଇନଫୋସିଟି ଥାନା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

   Related Posts