Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି

31/10/2020 at 10:36 AM

ସମ୍ବଲପୁର ୩୧।୧୦: ରେଢ଼ାଖୋଲ କଦଳୀଗଡ ୟୁନିୟନ ବ୍ୟାଙ୍କରୁ ବିଳମ୍ୱିତ ରାତିରେ ଡକାୟତି ହୋଇଥିବା ଜଣାପଡିଛି । ଖବର ପାଇ ରେଢ଼ାଖୋଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଲୁଟେରା ଲୁହା ରଡ ବ୍ୟବହାର କରି ବ୍ୟାଙ୍କ ଝରକା କାଟି ଡକାୟତି ଘର ଭିତରକୁ ପ୍ରବେଶ କରିଥିଲେ। ଟ୍ରେଜେରୀକୁ କାଟିବାକୁ ଉଦ୍ୟମ କରିଥିବା ମଧ୍ୟ ଜଣାପଡ଼ିଛି । ତେବେ ଟ୍ରେଜେରିରେ କେତେ ଟଙ୍କା ଥିଲା ତାହା ସ୍ପଷ୍ଟ ହୋଇନାହିଁ । ଆଉ ବ୍ୟାଙ୍କରୁ କେତେ ଟଙ୍କା ଚୋରି ହୋଇଛି ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ । ରେଢ଼ାଖୋଲ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ସମ୍ବଲପୁରରୁ ଏକ ସାଇଣ୍ଟିଫିକ ଦଳ ଘଟଣା ସ୍ଥଳକୁ ଆସୁଛନ୍ତି ।

   Related Posts