Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ଦାୟିତ୍ୱ ଗ୍ରହଣ କରିବାର କିଛି ସମୟପରେ ସଡକ ଦୁର୍ଘଟଣାରେ ବ୍ୟାଙ୍କ ମ୍ୟାନେଜର ମୃତ, ବଞ୍ଚିଗଲେ ପୂର୍ବତନ ମ୍ୟାନେଜର

29/02/2020 at 9:20 PM

ବ୍ରହ୍ମପୁର – ଗୋଳନ୍ଥରା ଜାତୀୟ ରାଜପଥ ରେ ସଡକ ଦୁର୍ଘଟଣା । ଗୋଳନ୍ଥରା ଥାନା ନିକଟରେ ମମର୍ନ୍ତୁଦ ସଡକ ଦୁର୍ଘଟଣା । ମୋଟରସାଇକେଲ ପଛପଟୁ ଧକ୍କା ଦେଇଛି ଟ୍ରକ୍ । ଘଟଣାସ୍ଥଳରେ ( UGB BANK ) ଉତ୍କଳ ଗ୍ରାମୀଣ ବ୍ୟାଙ୍କ ସୁନପୁର ଶାଖା ମ୍ୟାନେଜର ଭଗବାନ ସାହୁଙ୍କର ମୃତ୍ୟୁ ହୋଇଛି ।ତାଙ୍କୁ ୫୪ ବର୍ଷ ବୟସ ।ପଛରେ ବସିଥିବା ବିଦାୟୀ ମ୍ୟାନେଜର ମହେନ୍ଦ୍ର ତ୍ରିପାଠୀ ଦୁର୍ଘଟଣାରୁ ବର୍ତ୍ତି ଯାଇଥିବା ସୂଚନା ମିଳିଛି ।

ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଶବକୁ ଜବତ କରି ପୋଷ୍ଟମୋର୍ଟମ୍ ପାଇଁ ବ୍ରହ୍ମପୁର ଏମ୍ କେ ସି ଜି ମେଡିକାଲ୍କୁ ପଠାଇଛି ।

   Related Posts