Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ପାଟଣା ବ୍ୟାଙ୍କ୍ ଅଫ ଇଣ୍ଡିଆର ୨ କର୍ମଚାରୀ କୋଭିଡ୍ ପଜିଟିଭ୍, ୨ ଦିନ ବ୍ୟାଙ୍କ୍‌ରେ ତାଲା

15/04/2021 at 11:27 AM

ପାଟଣା, ୧୫/୪:  ଦିନକୁ ଦିନ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢ଼ିଚାଲିଛି । ବିଭିନ୍ନ କାର୍ଯ୍ୟାଳୟର କର୍ମଚାରୀ ମଧ୍ୟ ସଂକ୍ରମିତ ହେଉଥିବା ଦେଖିବାକୁ ମିଳିଛି । ସେହିପରି କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ  ତୁରୁମୁଙ୍ଗା ସ୍ଥିତ  ବ୍ୟାଙ୍କ ଅଫ ଇଣ୍ଡିଆର ଦୁଇ ଜଣ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

କରୋନା ପଜିଟିଭ୍ ଚିହ୍ନଟ ପରେ ବ୍ୟାଙ୍କକୁ ବନ୍ଦ କରିଦିଆଯାଇଛି । ବୁଧବାର ଠାରୁ ଦୁଇ ଦିନ ପର୍ଯ୍ୟନ୍ତ ବ୍ୟାଙ୍କ୍ ବନ୍ଦ ରହିବ। ଜଣେ ଫିଲଡ଼ ଅଫିସର ଓ ଅନ୍ୟ ଜଣେ କର୍ମଚାରୀ  କରୋନା ଆକ୍ରାନ୍ତ ହେବା ପରେ ଏହି ପଦକ୍ଷେପ ନିଆ ଯାଇଛି। ଅନ୍ୟ ପକ୍ଷରେ ବ୍ୟାଙ୍କ ବନ୍ଦ ରହିଥିବା ଜାଣି ନଥିବା ଲୋକେ ବ୍ୟାଙ୍କକୁ ଆସି ଫେରୁଥିବା ଦେଖିବାକୁ ମିଳିଛି ।

   Related Posts