Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

୩ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ବ୍ୟାଙ୍କ, ଆଜି ହିଁ ସାରନ୍ତୁ ସବୁ କାମ

22/08/2019 at 3:15 PM

ବ୍ୟାଙ୍କ ଗ୍ରାହକଙ୍କ ପାଇଁ ଏକ ବିଶେଷ ସୂଚନା। ଯଦି ବ୍ୟାଙ୍କ ସମ୍ବନ୍ଧିତ କୌଣସି କାମ ପେଣ୍ଡିଂ ଅଛି ତାହେଲେ ଆଜି ହିଁ କାମ ସାରନ୍ତୁ। କାରଣ କାଲିଠୁ ଲଗାତାର ୩ ଦିନ ପର୍ଯ୍ୟନ୍ତ ବ୍ୟାଙ୍କ ବନ୍ଦ ରହିବ। ସୂଚନାଯୋଗ୍ୟ ଯେ, ଅଗଷ୍ଟ ୨୩ରୁ ନେଇ ୨୫ ତାରିଖ ଯାଏଁ ବ୍ୟାଙ୍କ ବନ୍ଦ ରହିବ। ଶୁକ୍ରବାର ଅର୍ଥାତ କାଲି ଜନମାଷ୍ଟମୀ ଅବସରରେ ବ୍ୟାଙ୍କ ବନ୍ଦ ରହିବ। ୨୪ ତାରିଖ ମାସର ଶେଷ ଶନିବାର। ସେଥିପାଇଁ ବ୍ୟାଙ୍କ ବନ୍ଦ ରହିବ। ୨୫ ତାରିଖ ରବିବାର ହୋଇଥିବାରୁ ନିୟମଅନୁସାରେ ସେଦିନ ମଧ୍ୟ ବ୍ୟାଙ୍କ ବନ୍ଦ ରହିବ। ଏହିଭଳି ଲଗାତାର ୩ ଦିନ ପର୍ଯ୍ୟନ୍ତ ବ୍ୟାଙ୍କ ବନ୍ଦ ରହିବ।

   Related Posts