Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ମୋହନା ବାପା-ପୁଅ ହତ୍ୟା ଘଟଣା : ୧୨ ଅଟକ, ଗୁଣି ଗାରେଡି ସନ୍ଦେହରୁ ଡବଲ୍ ମର୍ଡର୍ !

14/06/2021 at 8:08 AM

ମୋହନା,୧୪/୦୬: ଗଜପତି ଜିଲ୍ଲା ଅଡବା ଥାନା ମୁଠାଗୁଡା ଗାଁରେ ଡବଲ ମର୍ଡର୍ ଘଟଣାରେ ପୋଲିସ ୧୨ ଜଣକୁ ଅଟକ ରଖି ପଚରା ଉଚରା କରୁଛି ।  ଘଟଣା ସ୍ଥଳରୁ ରକ୍ତଭିଜା ଲୁଗାପଟା, ପଥର, ଚପଲ ଜବତ କରାଯିବା ସହ ଗାଁର କିଛି ଦୂରରେ ଥୁବା ଜଙ୍ଗଲରୁ ପୂଜାସାମଗ୍ରୀ ଜବତ କରିଛି ପୋଲିସ ।

ସୂଚନା ଅନୁସାରେ, ଶନିବାର ବିଳମ୍ବିତ ରାତ୍ରରେ ମୋହନା ମୁଖିଗୁଡ଼ା ଗାଁରେ ଡବଲ ମର୍ଡର ହୋଇଥିଲା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାପା ଓ ପୁଅଙ୍କୁ ଅତି ନିର୍ମମ ଭାବେ ଗଳାକାଟି ଦୁର୍ବୃତ୍ତ ହତ୍ୟା କରିଥିବା ସୂଚନା ମିଳିଥିଲା । ମୃତକ ହେଲେ ବାପା ଲୁକ ଦଳବେହେରା ଓ ପୁଅ ଅନୁପ ଦଳବେହେରା । ଘର ଭିତରେ ପୁଅର ମୃତଦେହ ପଡିଥିବା ବେଳେ ଗାଁ ପାଖ ପଡ଼ିଆରେ ବାପାର ମୃତଦେହ ପଡିଥିଲା  ।

ଏବେ ଗୁଣିଗାରେଡିକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ଅନୁମାନ କରୁଥିବା ବେଳେ ସାଇଣ୍ଟିଫିକ ଟିମ ଘଟଣାର ତଦନ୍ତ ଜାରି ରଖିଛନ୍ତି ।

   Related Posts