Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ବାପାର କୁରାଢ଼ୀ ଚୋଟରେ ଝିଅ ଗୁରୁତର: ଧାନ କାଟିବା ପାଇଁ ବାପଘରକୁ ଆସିଥିଲେ

2/11/2020 at 8:44 PM

କରଞ୍ଜିଆ୨/୧୧: ବାପାର କୁରାଢ଼ୀ ଚୋଟରେ ଝିଅ ଗୁରୁତର।  ମୟୁରଭଞ୍ଜ ଜିଲ୍ଲା ଜଶୀପୁର ଥାନା ଅସୁରା ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଝିଅ ବାପ ଘରକୁ ଧାନ କାଟିବା ଆସିଥିଲେ। ହେଲେ ଶେଷରେ ଝିଅ ବାପାର ଆକ୍ରୋଶର ଶିକାର ହୋଇଥିଲେ।

ପାରିବାରିକ କହଳକୁ କେନ୍ଦ୍ରକରି ଏଭଳି ଘଟଣା ଘଟିଛି। ଆକ୍ରମଣର ଶିକାର ହୋଇଥିବା ଝିଅ ହେଲେ ଯମୁନା ସିଂ। ଗୁରୁତର ଅବସ୍ଥାରେ ତାଙ୍କୁ ଯଶୀପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣ କରିଥିବା ଅଭିଯୁକ୍ତ ହେଲେ ମଙ୍ଗଲ ଚାତାର। ବାପା ବିରୋଧରେ ଯଶୀପୁର ଥାନାରେ ଏତଲା ଦେଇଛନ୍ତି ଝିଅ।

   Related Posts