Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ

12/06/2019 at 8:09 AM

ବରଗଡ ୧୨|୬: ଭିଜିଲାନ୍ସ ଜାଲରେ ବରଗଡ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଟଙ୍କଧର ମେହେର । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଟଙ୍କଧରଙ୍କ ବରଗଡ ସ୍ଥିତ କାର୍ଯ୍ୟାଳୟ, ବାସଭବନ ସମେତ ୫ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ ଚାଲିଛି । କେତେ କ’ଣ ଜବତ ହୋଇଛି ଏଯାଏ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇନି ।

   Related Posts