Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଭିଜିଲାନ୍ସ ଜାଲରେ ବାରଙ୍ଗ ସବ୍ ରେଜିଷ୍ଟାର, ୮୫ହଜାର ଟଙ୍କା ନେବାବେଳେ ଧରିଲା ଭିଜିଲାନ୍ସ

17/12/2020 at 2:17 PM

ସାଲେପୁର ୧୭।୧୨: କଟକ ଜିଲ୍ଲା ସାଲେପୁରରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଚଢାଉ କରିଛି ଭିଜିଲାନ୍ସ । ବାରଙ୍ଗ ସବ୍ ରେଜିଷ୍ଟାର ରଞ୍ଜନ କୁମାର ଦାସ ୮୫ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

ସାଲେପୁର ବାସଭବନରେ ଭିଜିଲାନ୍ସର ଏକ ଟିମ୍ ଚଢାଉ ଜାରି ରଖିଛି । ଏହି ଟିମରେ କଟକ ଭିଜିଲାନ୍ସ ଇନ୍ସପେକ୍ଟର ହେମନ୍ତ କୁମାର ମହାନ୍ତିଙ୍କ ଉପସ୍ଥିତିରେ ଆରାଡ଼ି ବିଭାଗ ଦ୍ଵାରା ସାଲେପୁର କଳାଗ୍ନୀଠାରେ ଥିବା ଘରକୁ ମାପିଚୁପ କରାଯାଇଛି । ଏ ନେଇ ମଧ୍ୟ କିଛି ବ୍ୟାଙ୍କର ପାସବୁକ ଯାଞ୍ଚ କରାଯାଇଥିବା ଜଣାପଡିଛି ।

   Related Posts