Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କର୍ଣ୍ଣାଟକକୁ ମିଳିଲା ନୂଆ ମୁଖିଆ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ
  • ||
  • ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୩୦ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
  • ||
  • ମାଓ ସହିଦ ସପ୍ତାହରେ ଜାରି ଲାଗିଲା ପୋଷ୍ଟର, ଜାରି ହେଲା ଅଡିଓ ଟେପ୍
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
  • ||
  • ସାମାନ୍ୟ ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୭୦୩ କରୋନା ପଜିଟିଭ୍
  • ||

ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ ;୧୫ ଆହତ, ୫ ଗୁରୁତର

12/05/2018 at 5:16 AM

। ବେତନଟୀ ବୈଶିଙ୍ଗା ଥାନା ଶିଳପୁରିଆ ଠାରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ । ସମସ୍ତ ଆହତଙ୍କୁ ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରେ ଭର୍ତ୍ତ କରାଯାଇଥିବାବେଳେ ୫ ଗୁରୁତରଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି । ବରଯାତ୍ରୀ ଗାଡି ବଡସାହିରୁ ଶିଳପୁରିଆ ଫେରୁଥିବାବେଳେ ଦୁର୍ଘଟଣା ହୋଇଛି ।

Leave a Reply

   Related Posts