ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା
1/05/2018 at 7:04 AM

ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା
ବିଜେପି ନେତା ଅଶ୍ୱିନୀ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଚାଷୀମାନେ ଧାରଣାରେ ବସିଛନ୍ତି
କାଳବୈଶାଖୀ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି
କ୍ଷୟକ୍ଷତି ଦାବିରେ ଧାରଣାରେ ବସିଛନ୍ତି ଚାଷୀ