Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ବରଗଡ଼ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ; କୃଷି ମନ୍ତ୍ରୀ କହିଲେ ତଦନ୍ତ ପରେ ପଦକ୍ଷେପ

3/05/2018 at 9:37 AM

ବରଗଡ଼ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ… ଅବସ୍ଥା ଗୁରୁତର ହେବାରୁ ବୁର୍ଲ୍ଲା ସ୍ଥାନାନ୍ତର… ଅଦିନିଆ ବର୍ଷାରେ ଫସଲ ହାନୀ ଯୋଗୁଁ ଧାରଣାରେ ବସିଥିଲେ ଚାଷୀ… କୃଷି ମନ୍ତ୍ରୀ କହିଲେ, ତଦନ୍ତ ପରେ ପଦକ୍ଷେପ…
ବରଗଡ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଚାଷୀ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗ
ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡାଙ୍କ ପ୍ରତିକ୍ରିୟା :-
ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ କହୁଛନ୍ତି ଚାଷୀଙ୍କ ପାଇଁ ଅନେକ ଯୋଜନା କରିଛୁ
ଚାଷୀ ଉନ୍ନତି ପଥରେ ଆଗେଇ ଚାଲିଛନ୍ତି
କିନ୍ତୁ ଏପଟେ ଚାଷୀ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଫସଲ ହାନିକ୍ଷତି ଟଙ୍କା ନପାଇ ବିଷ ପିଇ ଆତ୍ମହତ୍ୟା କରିବା ପୀଡାଦାୟକ
ମାନସିକ ସନ୍ତୁଳନ ହରାଇ ଚାଷୀ ଆତ୍ମହତ୍ୟା କରୁଛି
ସରକାର ତୁରନ୍ତ ପଦକ୍ଷେପ ନିଅନ୍ତୁ, ସେମାନଙ୍କୁ କ୍ଷତିପୂରଣ ଦିଅନ୍ତୁ

Leave a Reply

   Related Posts