Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୫୦ ନେତାଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ଫୋନ୍ : ‘ଆପଣଙ୍କ ଟିକେଟ୍ କନଫର୍ମ୍, ନିର୍ବାଚନ ପାଇଁ ପ୍ରସ୍ତୁତ ହୁଅ’
  • ||
  • ଆଜିଠୁ ବଢିବ ବର୍ଷା, ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||
  • ୨୮୬ ବସ୍ତା ପିଡିଏସ ଚାଉଳ ଜବତ, ଚୋରାରେ ବିକ୍ରି ପାଇଁ ଯାଉଥିବା ବେଳେ ଧରିଲେ ଲୋକେ
  • ||
  • ଭୟ ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୦୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଜାମ୍ମୁ କାଶ୍ମୀର ସପୋରରେ ଏନକାଉଣ୍ଟର: ଲସ୍କର କମାଣ୍ଡର ସମେତ ୩ ଆତଙ୍କୀ ନିହତ
  • ||
  • ଆମେରିକା-ମେକ୍ସିକୋ ସୀମାରେ ହିଂସାକାଣ୍ଡ, ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡରେ ୧୮ ମୃତ
  • ||
  • ଆଜି ଅନ୍ତର୍ଜାତୀୟ ଯୋଗ ଦିବସ, ଏବର୍ଷର ଥିମ୍ ‘ୟୋଗା ଫର ୱେଲନେସ୍’
  • ||
  • ଆଜିଠୁ କ୍ୟାମ୍ପେନ୍ ମୋଡ୍‌ରେ ଟିକାକରଣ, ରାଜ୍ୟରେ ଦୈନିକ ୩ ଲକ୍ଷ ଭାକସିନେସନ୍ ଟାର୍ଗେଟ୍
  • ||

ଉଦ୍ଧାର ହେଲା କୂଅରେ ପଡିଯାଇଥିଲା ଜଙ୍ଗଲୀ ବାରହା

30/12/2018 at 11:11 AM

ଚୌଦ୍ୱାର ୩୦/୧୨ : ଚୌଦ୍ୱାର ଥାନା ଅନ୍ତର୍ଗତ ମହିଁଶାଲଣ୍ଡା ଗ୍ରାମ ଜଣକ କୂଅରେ ପଡିଛି ଏକ ଜଙ୍ଗଲୀ ବାରାହା। ଗତକାଲି ବିଳମ୍ବିତ ରାତିରେ ବାରାହାଟି ନିକଟସ୍ଥ ଜଙ୍ଗଲରୁ ଗ୍ରାମ ଭିତରକୁ ଆସିଥିବା ବେଳେ ବସନ୍ତ ସ୍ୱାଇଁଙ୍କ ବାଡ଼ିରେ ଥିବା କୂଅରେ ପଡିଯାଇଥିଲା। ସକାଳେ ଲୋକେ ଏହା ଦେଖି ଡାଲିଜୋଡା ରେଞ୍ଜ ମଙ୍ଗରାଜପୁର ଫରେଷ୍ଟରଙ୍କୁ ଜଣାଥିଲେ। ବନ କର୍ମଚାରୀଙ୍କଠୁ ଖବରପାଇ ଚୌଦ୍ୱାର ଅଗ୍ନିଶମ ବିଭାଗକୁ ଡାକିଥିଲେ। ସେମାନେ ଆସି ବାରାହା ଟିକୁ ଉଦ୍ଧାର କରି ଜଙ୍ଗଲରେ ଛାଡ଼ିଦେଇଥିଲେ।

   Related Posts