Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ଭିଜିଲାନ୍ସ ଜାଲରେ ବାରିପଦା ଆଇଟିଡିଏର ସହକାରୀ ଯନ୍ତ୍ରୀ

19/12/2019 at 9:33 AM

ବାରିପଦା ୧୯।୧୨: ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । ବାରିପଦା ଆଇଟିଡିଏର ସହକାରୀ ଯନ୍ତ୍ରୀ ଦୁର୍ଗା ମାଧବ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ ।

ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରହିଛି । ବାରିପଦା ସ୍ଥିତ ଭଡାଘର, ନୟାଗଡ଼ ସ୍ଥିତ ନିଜ ଘର, ବାରିପଦା ଆଇଟିଡିଏ କାର୍ଯ୍ୟାଳୟ ଓ ଭୁବନେଶ୍ବର ସ୍ଥିତ ବାସଭବନରେ ରେଡ୍ ଚାଲିଛି ।

   Related Posts