Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଭିଜିଲାନ୍ସ ଜାଲରେ ବାରିପଦା ରଙ୍ଗାମାଟିଆ ସିଏଚ୍‌ସି ଫାର୍ମାସିଷ୍ଟ ସଞ୍ଜୀବ ପତି

16/11/2018 at 9:00 AM

ବାରିପଦା ୧୬|୧୧: ମୟୁରଭଞ୍ଜ ଜିଲ୍ଲା ବାରିପଦାରେ ଭିଜିଲାନ୍ସ ଟିମ୍ ର ଚଢାଉ । ଭିଜିଲାନ୍ସ ଜାଲରେ ପଡିଛନ୍ତି ବାରିପଦା ରଙ୍ଗାମାଟିଆ ସି.ଏଚ୍.ସିର ଫାର୍ମାସିଷ୍ଟ ସଞ୍ଜୀବ ପତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହେଉଛି । ବାଲେଶ୍ବର ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ାଉ ଜାରି ରହିଛି । ବାରିପଦା ତୁଳସୀଚଉରା ସ୍ଥିତ ବାସଭବନରେ ଏବଂ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ ।

   Related Posts