Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

କରଂଜିଆ ଆଇଟିଡିଏରେ ବାରିପଦା ଭିଜିଲାନ୍ସ ଟିମର ତନାଘନା

6/01/2020 at 1:03 PM

ମୟୁରଭଞ୍ଜ ୬/୧: କରଂଜିଆ ଆଇଟିଡିଏରେ ବାରିପଦା ଭିଜିଲାନ୍ସର ଏକ ଚାରି ଜଣିଆ ଟିମର ତନାଘନା।ବିଶେଷ କରି କରଂଜିଆ ଉପଖଣ୍ଡର ସୁକୃଳି,ଜଶୀପୁର ଅଞ୍ଚଳରେ ୨୦୧୩-୧୪,୧୪-୧୫,ଓ ୧୬-୧୭ ଆର୍ଥିକ ବର୍ଷରେ କରଂଜିଆ ଆଇଟିଡିଏ ଦ୍ବାରା କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ରବର ପ୍ରକଳ୍ପର ନଥିପତ୍ର ଗୁଡିକ ଯାଞ୍ଚ ହେଉଥିବା ନେଇ ସୂଚନା ମିଳିଛି।

ସେପଟେ ତନାଘନା ଜାରି ରହିଥିବାରୁ ବର୍ତ୍ତମାନ କୌଣସି ପ୍ରକାର ପ୍ରତିକ୍ରିୟା ଦେବାକୁ ମନା କରିଥିବା ବେଳେ ସନ୍ଧ୍ୟା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ ବୋଲି ସୂଚନା ଦେଇଛନ୍ତି ଭିଜିଲାନ୍ସ ଟିମର  ଡିଏସପି।

   Related Posts