Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ରାଜସ୍ଥାନରେ ବଡ଼ ଧରଣର ଦୁର୍ଘଟଣା: ବସ୍ ଟ୍ୟାଙ୍କର୍ ମୁହାଁମୁହିଁ ଧକ୍କା, ଜଳିଗଲେ ୫ ଲୋକ, ଅନେକ ଗୁରୁତର

10/11/2021 at 1:40 PM

ବୁଧବାର ୧୦/୧୧: ରାଜସ୍ଥାନର ବାରମେର୍-ଯୋଧପୁର ରାଜପଥରେ ଏକ ଘରୋଇ ବସକୁ ଧକ୍କା ଦେଲା ଟ୍ୟାଙ୍କର । ଧକ୍କା ଦେବା ପରେ ଅଗ୍ନିକାଣ୍ଡରେ ଅତି କମରେ ପାଞ୍ଚ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଜାତୀୟ ନ୍ୟୁଜ୍ ଏଜେନ୍ସି ANI ଏହି ସୂଚନା ଦେଇଛି । ଏହି ଘଟଣାରେ ଅନେକ ଲୋକ ଗୁରୁତର ଆହତ ହୋଇଥିବା କୁହାଯାଇଛି । ତେବେ କେତେକ ଗଣମାଧ୍ୟମ ରିପୋର୍ଟରେ ୧୨ ଜଣଙ୍କ ମୃତ୍ୟୁ ହେବା ନେଇ ଜଣାପଡିଛି ।

ଦୁର୍ଘଟଣା ଘଟିବା ପୂର୍ବରୁ ବସ୍‌ରେ ୨୫ ଜଣ ଯାତ୍ରୀ ଥିଲେ । ଦୁର୍ଘଟଣା ପରେ ଜିଲ୍ଲା ପ୍ରଶାସନ ଏବଂ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଏହି ଦୁର୍ଘଟଣା ଯୋଗୁଁ ରାଜପଥରେ ଏକ ବିରାଟ ଟ୍ରାଫିକ୍ ଜାମ୍ ହୋଇଥିଲା । ସିଏମ୍ ଅଶୋକ ଗେହଲଟ୍ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଜିଲ୍ଲା କଲେକ୍ଟରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆହତଙ୍କ ଚିକିତ୍ସା ସୁନିଶ୍ଚିତ କରିବାକୁ କହିଛନ୍ତି ।

   Related Posts