Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

କ୍ରିକେଟ ଖେଳ ହେଲା କାଳ: ବ୍ୟାଟ୍ ବାଜି ନାବାଳକଙ୍କ ମୃତ୍ୟୁ

11/04/2020 at 4:02 PM

ବ୍ରହ୍ମପୁର୧୧/୪: ଖେଳ ହେଲା କାଳ। କ୍ରିକେଟ ଖେଳିବା ସମୟରେ ନବମ ଶେଣ୍ରୀ ଛାତ୍ରଙ୍କ ମୃତ୍ୟୁ। ସାଙ୍ଗ ହୋଇ ଖେଳିବା ବେଳେ ଦୁର୍ଭାଗ୍ୟବଶତ ତାଙ୍କ ଦେହରେ ଅନ୍ୟ ଜଣେ ସାଙ୍ଗ ବ୍ୟାଟ୍ ବାଜିଥିବା କୁହାଯାଉଛି। କିମ୍ବା କିଛି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ଏଥିରେ ନାବଳକଙ୍କ ମୃତ୍ୟୁ ହୋଇଥିବା ବେଳେ ନିର୍ଦ୍ଦି​‌ଷ୍ଟ ଭାବେ କାରଣ ସ୍ପଷ୍ଟ ହୋଇ ନାହିଁ।  ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଥାନା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି।

ତେବେ ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ନବମ ଶ୍ରେଣୀରେ ପାଠ ପଢ଼ୁଥିବା ନାବଳକର ମୃତ୍ୟୁ ଘଟଣାରେ କିଛି ପିଲାଙ୍କୁ ଅଟକ ରଖି ପୋଲିସ୍‌ ପଚରଉଚାର କରୁଛି।

   Related Posts