Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବନ୍ଧାହେଲେ ବିଲଡର ପ୍ରିୟବ୍ରତ ମିଶ୍ର, ଯୌତୁକ ନିର୍ଯାତନା ନେଇ ଆସିଥିଲା ଅଭିଯୋଗ

8/07/2021 at 1:27 PM

ଭୁବନେଶ୍ୱର ୮/୭ : ଗିରଫ ହେଲେ ବିଲଡର ପ୍ରିୟବ୍ରତ ମିଶ୍ର । ଯୌତୁକ ନିର୍ଯାତନା ଦେବା ଘଟଣାରେ ବିଲଡରଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ । ସେ ତାଙ୍କୁ ପତ୍ନୀଙ୍କୁ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ହୋଇଥିଲା । ତେବେ ଏହି ଅଭିଯୋଗ ଜଣେ ଏକାଧିକ ପତ୍ନୀ ଆଣିଛନ୍ତି । କେବଳ ଭୁବନେଶ୍ୱର କ୍ୟାପିଟାଲ ଥାନା ନୁହେଁ, ମହିଳା ଥାନା ଓ କେନ୍ଦ୍ରାପଡା ଥାନାରେ ମଧ୍ୟ ବିଲଡରଙ୍କ ନାଁରେ ଅଭିଯୋଗ ହୋଇଛି ।

   Related Posts