Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବାଇକକୁ ଧକ୍କା ଦେଇ ୨ ମହିଳାଙ୍କ ଉପରେ ଚଢିଗଲା କାର, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

24/10/2021 at 1:08 PM

ଭୁବନେଶ୍ୱର,୨୪/୧୦: ମହିଳାଙ୍କ ଉପରେ ଚଢିଗଲା କାର୍ । ରାଜଧାନୀ  ୟୁନିଟ ୧ ଆଦିବାସୀ ପଡିଆ ନିକଟରେ ଏହି ଅଘଟଣ ଘଟିଛି ।

ସୂଚନାନୁସାରେ, ରବିବାର ସକାଳେ ଆଦିବାସୀ ପଡିଆ ନିକଟରେ  ଏକ କାର ପ୍ରଥମେ ମୋଟର ସାଇକେଲକୁ ଧକ୍କା ଦେଇଥିଲା । ବାଇକକୁ ପିଟିବାପରେ  ଦୁଇ ମହିଳାଙ୍କ  ଉପରେ ଗାଡିଟି ଚଢି ଯାଇଥିଲା । ମହିଳାଙ୍କ ପେଟ ଉପରେ କାରଟି ଚଢି ଯାଇଥିଲା ।

ଏଥିରେ ଦୁଇ ମହିଳା ଗୁରୁତର ହୋଇଥିଲେ ।  ଗୁରୁତର ଅବସ୍ଥାରେ ସେମାନଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତି କରାଯାଇଥିଲା । ପୋଲିସ କାରକୁ ଜବତ ସହ କାର ଚଳକଙ୍କୁ ଅଟକ ରଖିଛି ।

   Related Posts