Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଖୋଲିଲା ଭୁବନେଶ୍ୱର ଆର୍‌ଟିଓ: କୋଭିଡ୍ ନିୟମ ସହ ଆରମ୍ଭ ହେବ ଡ୍ରାଇଭିଂ ଟେଷ୍ଟ

19/09/2020 at 10:25 AM

ଭୁବନେଶ୍ୱର ୧୯/୦୯ : ଭୁବନେଶ୍ବରରେ ଖୋଲିଲା ଆରଟିଓ । କୋଭିଡ କଟକଣାରେ ଆରଟିଓ-୧ ଓ ଆରଟିଓ-୨ରେ କାମ ଆରମ୍ଭ ହୋଇଛି । ପ୍ରତିଦିନ ସକାଳ ୭ଟାରୁ ୧୨ଟା ପର୍ଯ୍ୟନ୍ତ ଆରଟିଓ-୧ରେ ୧୨୦ ଜଣଙ୍କର ଡ୍ରାଇଭିଂ ଟେଷ୍ଟିଂ ହେବ । ସେହିପରି ଆରଟିଓ-୨ରେ ଦିନ ଗୋଟାଏରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ୭୨ ଜଣଙ୍କର ଡ୍ରାଇଭିଂ ଟେଷ୍ଟିଂ କରାଯିବ । ଏହା ସହ ମାସ୍କ ପିନ୍ଧିବା, ସାମାଜିକ ଦୂରତା ମାନିବା ଉପରେ ଗୁରୁତ୍ବ ଦିଆଯାଇଛି । କରୋନା ଯୋଗୁ ୫ ମାସ ଧରି ବନ୍ଦ ଥିଲା ଆରଟିଓ ।.

   Related Posts