Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍‌ ଫାଇନାଲ ପାଇଁ ଭାରତୀୟ ଦଳ ଘୋଷଣା କଲା BCCI

7/05/2021 at 6:34 PM

ନୂଆଦିଲ୍ଲୀ ୦୭/୦୫ : ଟେଷ୍ଟ ଚାମ୍ପିୟନସିପ୍‌ ଫାଇନାଲ ପାଇଁ ଭାରତୀୟ ଟିମ ଘୋଷଣା ହୋଇଛି । ଆଇସିସି ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍‌ର ଫାଇନାଲ ମ୍ୟାଚ୍ ଏବଂ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ । ଇଂଲଣ୍ଡ ବିପକ୍ଷରେ ୫ ଟିକିଆ ଟେଷ୍ଟ ମ୍ୟାଚ ଖେଳିବ ଭାରତ । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ବିସିସିଆଇ ।

ଭାରତୀୟ ଦଳ : ରୋହିତ ଶର୍ମା, ଶୁଭମାନ ଗିଲ, ମୟଙ୍କ ଅଗ୍ରଓ୍ବାଲ, ​ ଚେତେଶ୍ବର ପୁଜାରା, ବିରାଟ କୋହଲି (ଅଧିନାୟକ), ଅଜିଙ୍କ୍ୟ ରାହାଣେ ( ଉପ ଅଧିନାୟକ), ହନୁମା ବିହାରୀ, ରିଷଭ ପନ୍ତ ( ଓ୍ବିକେଟ୍‌ କିପର), ରବିଚନ୍ଦ୍ରନ ଅଶ୍ବିନ୍‌, ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ଓ୍ବାଶିଂଟନ ସୁନ୍ଦର, ଯଶପ୍ରୀତ ବୁମରାହ, ଇଶାନ୍ତ ଶର୍ମା, ମହମ୍ମଦ ସାମୀ, ମହମ୍ମଦ ସିରାଜ, ସାର୍ଦ୍ଦୁଳ ଠାକୁର, ଉମେଶ ଯାଦବ, କେଏଲ ରାହୁଲ, ରିଦ୍ଧିମାନ ଶାହା(ଓ୍ବିକେଟ୍‌ କିପର) ।

ଷ୍ଟାଣ୍ଡବାଏ ଖେଳାଳୀ : ଅଭିମନ୍ୟୁ ଇଶ୍ବରନ୍‌, ପ୍ରସିଦ୍ଧ କ୍ରିଷ୍ଣା, ଆବେସ ଖାନ, ଆର୍ଜାନ୍‌ ନଗଓ୍ବସ୍‌ଓ୍ବାଲା

   Related Posts