Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ବିଲରୁ ଫେରୁଥିବା ବେଳେ ଭାଲୁ ଆକ୍ରମଣ, ଯୁବକ ଗୁରୁତର

6/10/2020 at 3:42 PM

ପାଟଣା ୦୬।୧୦: ଭାଲୁ ଆକ୍ରମଣରେ ଯୁବକ ଗୁରୁତର । କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ପୋଇପାଣି ଗାଁର ନାଟୁ କାରୁଆ ଆହତ ହୋଇଛନ୍ତି । ଆହତ ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।   

ଖବର ଅନୁଯାୟୀ, ନାଟୁ ବିଲରୁ କାମ କରି ଘରକୁ ଫେରୁଥିବା ବେଳେ ପାଖ ଜଙ୍ଗଲରୁ ଏକ ଭାଲୁ ଆସି ଅଚନାକ ଆକ୍ରମଣ କରିଥିଲା । ଯାହାଫଳରେ କି ଆହତ ହୋଇ ଘଟଣାସ୍ଥଳରେ ପଡିଯାଇଥିଲା । ତେବେ ଭାଲୁ ଆକ୍ରମଣର ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନାଟୁଙ୍କୁ ଉଦ୍ଧାର କରିଥିଲା । ଚିକିତ୍ସା ନିମନ୍ତେ ପ୍ରଥମେ ପାଟଣା ମେଡିକାଲରେ ଭର୍ତ୍ତି କରିଥିଲା , ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତିରିତ କରାଯାଇଛି ।  ନାଟୁଙ୍କ ବାମ ଗୋଡ଼ର ଜଙ୍ଘରେ ଗଭୀର କ୍ଷତ ହୋଇଛି।

   Related Posts