Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିମାନରେ ଆସିଲେ ବି ୧୪ ଦିନିଆ କ୍ବାରେଣ୍ଟାଇନ୍‌ ଜରୁରୀ
  • ||
  • ଆରଟିପିସିଆର ନେଗେଟିଭ୍‌ ରିପୋର୍ଟ ଦେଖାଇଲେ ରାଜ୍ୟକୁ ମିଳିବ ଏଣ୍ଟ୍ରି
  • ||
  • ପଶ୍ଚିମବଙ୍ଗ ସୀମାକୁ ଲାଗିଥିବା ସମସ୍ତ ସୀମା ସିଲ୍‌ ହେବ
  • ||
  • ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା
  • ||
  • ପଶ୍ଚିମବଙ୍ଗରୁ ଆସିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ
  • ||
  • ଭୁବନେଶ୍ବରରେ ରିଙ୍ଗ୍‌ ରୋଡ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ରାଜ୍ୟ ସରକାର ବହନ କରିବେ ୬୦୦ କୋଟି ଟଙ୍କା
  • ||
  • ଭୁବନେଶ୍ବର : BMCରେ ବଢିଲା ରାପିଡ୍ ରେସପନ୍ସ ଟିମ୍ ସଂଖ୍ୟା, ୬୭ଟି ୱାର୍ଡ ପାଇଁ ୩୯ଟିମ୍
  • ||
  • ଭୁବନେଶ୍ବର : ପ୍ରଧାନମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଶରେ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ ପାଇଁ ସହଯୋଗ କରିବ ଓଡିଶା
  • ||
  • କେନ୍ଦୁଝର : ଶୌଚ ସାରି ଫେରିବା ବେଳେ ବଜ୍ରପାତ, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ରାଉରକେଲା : ବ୍ରାହ୍ମଣୀ ବ୍ରିଜ୍‌ରୁ ନଦୀକୁ ଡେଇଁଲେ ମହିଳା, ଗୁରୁତର ଅବସ୍ଥାରେ ଉଦ୍ଧାର
  • ||

ଶୌଚ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ଆହତ

7/11/2019 at 9:47 AM

କଳାହାଣ୍ଡି ୭।୧୧: କଳାହାଣ୍ଡି ଜିଲ୍ଲା ଡୁଙ୍ଗରୀଗୁଡା ଗାଁରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କୁ ଧର୍ମଗଡ ଉପଖଣ୍ଡ ହସ୍ପିଟାଲରେ ଭର୍ତ୍ତି।

ସୂଚନାଯୋଗ୍ୟ ଯେ , କଳାହାଣ୍ଡି ଜିଲ୍ଲା ଡୁଙ୍ଗରୀଗୁଡା ଗାଁ ଜଙ୍ଗଲକୁ ଶୌଚ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣ କରିଛି । ଭାଲୁ ଆକ୍ରମଣରେ  ଜଣେ ବ୍ୟକ୍ତି  ଗୁରୁତର  ହୋଇଛନ୍ତି । ଗୁରୁତର ବ୍ୟକ୍ତି ଶଶୀ ଆଗ୍ରିଆଙ୍କୁ ଧର୍ମଗଡ ହସ୍ପିଟାଲ ରେ ଭର୍ତ୍ତି   କରାଯାଇଛି ।  ସପ୍ତାହେ  ମଧ୍ୟରେ ଡୁଗଂରୀଗୁଡା ଗାଁ ଅଚଂଳରେ ଭାଲୁ ଆକ୍ରମଣ ଏହା  ଦ୍ୱିତୀୟ ଘଟଣା । ବିଶିଭରନୀ ଜଗଂଲରୁ ଖାଦ୍ୟ ଅନ୍ବେଷଣରେ ଭାଲୁ ଗାଁକୁ ପଶି  ଆସୁଥିବା ଅଭିଯୋଗ ହୋଇଛି । ଯାହାଫଳରେ କି ସ୍ଥାନୀୟ ଗ୍ରାମବାସୀମାନେ ଭାଲୁ ଆକ୍ରମଣ ର ଶୀକାର ହେଉଛନ୍ତି । ସେପଟେ ବନ ବିଭାଗ ନିଜର  ଅସହାୟତା ପ୍ରକାଶ କରୁଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି ।

   Related Posts