Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

ପିଟିପିଟି ମାରିଦେଲେ ; ଭାଲୁର ରକ୍ତାକ୍ତ ମୃତଦେହ ଉଦ୍ଧାର

17/02/2019 at 3:55 PM

ନୀଳଗିରି ୧୭|୨:  ଭାଲୁକୁ ପିଟିପିଟି ମାରିଦେଇଥିବା ଅଭିଯୋଗ । ନୀଳଗିରି ଚଲନାପାଳ ଗାଁରୁ ରକ୍ତାକ୍ତ ଅବସ୍ଥାରେ ଭାଲୁର ମୃତଦେହ ଉଦ୍ଧାର ହୋଇଛି । ଭାଲୁର ମୁହଁରେ ଗଭୀର ଆଘାତ ଲାଗିଥିବା ବେଳେ ତାକୁ ପିଟି ପଟି ମାରିଦେଇଥିବା ସନ୍ଦେହ କରାଯାଉଛି । ଗାଁ ନିକଟ ସ୍ଵର୍ଣଚୁଡ଼ ସଂରକ୍ଷିତ ଜଙ୍ଗଲରୁ ଭାଲୁଟି ଖାଦ୍ୟ ଅନ୍ବେଷଣରେ ଆସିଥିବା ଅନୁମାନ କରାଯାଉଛି । ଆଜି ସକାଳୁ ଗାଁ ନିକଟସ୍ଥ ଏକ ବୁଦା ମୂଳରେ ଭାଲୁ ମରି ପଡିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ ଗାଁ ଲୋକେ । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ଭାଲୁଟିର ମୃତଦେହ ଉଦ୍ଧାର କରି ତଦନ୍ତ ଚଳାଇଛି ।

   Related Posts