Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଅଜଣା ଗାଡି ଧକ୍କାରେ ଚାଲିଗଲା ଭାଲୁର ଜୀବନ

12/10/2020 at 12:52 PM

ଢେଙ୍କାନାଳ ୧୨।୧୦: ଗାଡି ଧକ୍କାରେ ଭାଲୁର ମୃତ୍ୟୁ ଘଟିଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅବକାରୀ ଅଫିସ ନିକଟସ୍ଥ  ୫୩ ନମ୍ବର ଜାତୀୟ ରାଜପଥ ପର୍ଶ୍ବରୁ ଭାଲୁର ମୃତଦେହକୁ ଉଦ୍ଧାର କରିଛି ବନ ବିଭାଗ । ଭାଲୁଟି ରାସ୍ତା ପାର ହେଉଥିବା ସମୟରେ ଅଜଣା ଗାଡି ଧକ୍କାରେ  ମୃତ୍ୟୁ ହୋଇଥିବା ଜଣା ପଡିଛି ।

ବିଳମ୍ବିତ ରାତିରେ ଭାଲୁଟି ଖାଦ୍ୟ ଅନ୍ବେଷଣରେ ଯାଉଥିବା ବେଳେ ଦୁର୍ଘଟଣା ହୋଇଥିବା ସନ୍ଦେହ  କରାଯାଉଛି। ଆଜି ସକାଳୁ ସ୍ଥାନୀୟ ଲୋକ ଦେଖିବା ପରେ ବନ ବିଭାଗକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ଭାଲୁର ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ କରିବା ପାଇଁ ପଠାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣା ପଡିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

   Related Posts