Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

କୂଅରେ ପଡିଲା ଗାଡ ଭାଲୁ, ଦୁଇ ଘଣ୍ଟା ପରେ ହେଲା ଉଦ୍ଧାର

28/01/2020 at 11:11 AM

ଢେଙ୍କାନାଳ ୨୮।୧: କୂଅରେ ପଡିଲା ଗାଡ ଭାଲୁ । ଏଭଳି ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳର ଦୁଦୁରୁକୋଟ ଗ୍ରାମରେ । ଗାଁର ଏକ ପରିତ୍ୟକ୍ତ କୂଅରେ ଏହି ଭାଲୁଟି ପଡିଯାଇଥିବା ଦେଖାଯାଇଥିଲା । ଏହାକୁ ଦେଖିବାକୁ ଗାଁର ଆଖପାଖ ଅଞ୍ଚଳର ଲୋକେ ଭିଡ ଜମାଇଥିଲେ ।

ଗ୍ରାମବାସୀଙ୍କଠାରୁ ଖବର ପାଇ ହିନ୍ଦୋଳ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ପରେ ଗ୍ରାମବାସୀଙ୍କ ସହାୟତାରେ ଦୀର୍ଘ ୨ଘଣ୍ଟା ପରିଶ୍ରମ କରି ସୁରକ୍ଷିତ ଅବସ୍ଥାରେ ଏହି ଭାଲୁକୁ ଉଦ୍ଧାର କରିବାରେ ସକ୍ଷମ ହୋଇଛନ୍ତି । ଉଦ୍ଧାର ପରେ ଭାଲୁଟି ନିକଟସ୍ଥ ଜଙ୍ଗଲକୁ ପଳାଇ ଯାଇଥିବା ଜଣାପଡିଛି ।

   Related Posts