Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ତେନ୍ତୁଳି ଗଛରେ ବସିଛି ଭାଲୁ, ଗାଁରେ ପଡିଗଲାଣି ଭାଳେଣି

22/01/2021 at 6:39 PM

ନବରଙ୍ଗପୁର୨୨/୧: ତେନ୍ତୁଳି ଗଛ ଉପରେ ଭାଲୁ। କୋରାପୁଟ ଜିଲ୍ଲା ବୋରିଗୁମା ଥାନା ନବରଙ୍ଗପୁର ଜିଲ୍ଲା ସୀମାନ୍ତ ଆଉଁଳି ଗାଁ ନୂଆ ସାହି ତେନ୍ତୁଳି ଗଛରେ ଭାଲୁ ବସିଛି। ଆଜି ଭୋରୁ ତେନ୍ତୁଳି ଗଛ ମୂଳରେ ଭାଲୁ ଥିବା ଗାଁ ଲୋକ ଦେଖିଥିଲେ। ଭାଲୁକୁ ଦେଖିବା ପାଇଁ ଗାଁ ଲୋକଙ୍କ ଭିଡ଼ ଜମିଥିଲା। ଇତି ମଧ୍ୟରେ ଉଜ୍ଜଳ ହେବାରୁ ଭାଲୁ କେଉଁ ଆଡେ ଯାଇନପାରି ତେନ୍ତୁଳି ଗଛର ୩୦ ଫୁଟ ଉପରେ ଏକ ତିନି ଚାରୋଟି ପତଳା ଡାଳକୁ ଧରି ରହିଛି। ବୋରିଗୁମା ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମାଇକ ଯୋଗେ ଲୋକଙ୍କୁ ସ୍ଥାନଛାଡି ଚାଲିଯିବାକୁ ଅନୁରୋଧ କରିଛନ୍ତି। ତେନ୍ତୁଳି ଗଛ ତଳେ ଘର ରହିଛି। ତେଣୁ  ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଦିନ ଅଛନ୍ତି।

   Related Posts