Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ସାଇନ୍ ବିୟୁଟି ପାର୍ଲରରୁ ମିଳିଲା ପିସ୍ତଲ ; ପାର୍ଲର ମାଲିକ ଶେଖ୍ ଆଲାମ୍ ଗିରଫ

31/12/2018 at 2:14 PM

ଭୁବନେଶ୍ବର ୩୧|୧୨: ବିୟୁଟି ପାର୍ଲରରୁ ମିଳିଲା ପିସ୍ତଲ । ଭୁବନେଶ୍ବର ସ୍ଥିତ ଏକ ବିୟୁଟି ପାର୍ଲରରୁ ପିସ୍ତଲ ସହ ୨ଟି ଗୁଳି ଜବତ ହୋଇଛି । ୟୁନିଟ୍-୩ ସ୍ଥିତ ସାଇନ୍‌ ବିୟୁଟି ପାର୍ଲର ମାଲିକ ଶେଖ୍‌ ଆଲାମ୍ ଙ୍କୁ ଗିରଫ ମଧ୍ୟ କରିଛି ପୋଲିସ । ଆଲାମ୍‌ର ଘର ବିହାରରେ ହୋଇଥିବା ଡିସିପି ସୂଚନା ଦେଇଛନ୍ତି । ଏହି ବିୟୁଟି ପାର୍ଲରରେ ବେଆଇନ କାର୍ଯ୍ୟ ହେଉଥିବା ଖବର ପାଇ ପୋଲିସ ଆଜି ଅଚାନକ ଚଢାଉ କରିଥିଲା । ଚଢାଉ ବେଳେ ଆଲାମ୍ ଠାରୁ ମାରଣାସ୍ତ୍ର ଜବତ ହୋଇଛି ।

   Related Posts