Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ବେଧଡକ ଗୋମାଂସ ଚାଲାଣ : ମାଂସ ଭର୍ତ୍ତି ୩୦ଟି ପେଟି ଜବତ, ଜଣେ ଗିରଫ

26/01/2021 at 4:27 PM

ବାଲିପାଟଣା ୨୬।୧: ବାଲିପାଟଣା ଥାନା ସାହେବ ନଗର ବସ୍ତିରୁ ଗୋମାଂସ ଜବତ କଲା ବାଲିପାଟଣା ପୋଲିସ । ସାହେବ ନଗର ଗ୍ରାମରେ ଗୋମାଂସ ଚାଲାଣ ହେଉଥିବା ନେଇ ପୂର୍ବରୁ ଅଭିଯୋଗ ହୋଇ ଆସୁଥିଲା । ମଙ୍ଗଳବାର ଦିନ ପ୍ରାୟ ୧୨ଟା ସମୟରେ ଗୋମାଂସ ଚାଲାଣ ହେଉଥିବା ବେଳେ ବଜରଙ୍ଗ ଦଳର କର୍ମୀ ଏବଂ ସ୍ଥାନୀୟ ଲୋକେ ବିରୋଧ କରିଥିଲେ ।

ଖବର ପାଇ ବାଲିପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ୬ଟି ଗୋରୁର ମାଂସ ଚାଲାଣ କରୁଥିବା ସାହେବ ନଗର ବସ୍ତିର ଫିରୋଜ ଖାନ୍ ଓରଫ ଜାପାନୀ ମାନିଥିଲା । ଫିରୋଜ ଖାନ୍ ଘରୁ ପ୍ରାୟ ୩୦ରୁ ଅଧିକ ପେଟି ଗୋମାଂସ ଜବତ ହୋଇଛି । ଯାହାର ଓଜନ ପାଖାପାଖି ୨୦ କ୍ବିଣ୍ଟାଲରୁ ଅଧିକ ହେବ । ଏକ ଗାଡ ଖୋଳାଯାଇ ସେହି ଗୋମାଂସ ପୋତାଯାଇଛି ।

   Related Posts