Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଘରକୁ ଫେରୁଥିଲେ ଅଜୟ, ଗାଁ ମୁଣ୍ଡରେ ଭାଲୁ ଆକ୍ରମଣ ; ମେଡିକାଲରେ ଭର୍ତ୍ତି

8/03/2021 at 9:58 AM

ନୀଳଗିରି ୦୮।୦୩ : ନୀଳଗିରି ଅଞ୍ଚଳରେ ଭାଲୁ ଆତଙ୍କ । ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ନୀଳଗିରି ବ୍ଲକ ପାଟଣା ଗାଁର ଅଜୟ କୁମାର ଦେହୁରୀ ବୋଲି ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଅଜୟ ଗତକାଲି ସନ୍ଧ୍ୟା ସମୟରେ ଘରକୁ ଫେରୁଥିବା ବେଳେ ଗାଁ ଛକରେ ଏକ ଭାଲୁ ଅତର୍କିତ ଭାବେ ଆକ୍ରମଣ କରିଥିଲା । ଅଜୟ ପାଟି କରିବାରୁ ନିକଟରେ ଥିବା ଲୋକେ ଦୌଡି ଆସିଥିଲେ । ଯାହାଫଳରେ ଭାଲୁଟି ଦୌଡି ଜଙ୍ଗଲରୁ ପଳାଇଥିଲା । ତେବେ ଭାଲୁ ଆକ୍ରମଣରେ ଅଜୟ ଗୁରୁତର ହୋଇଛନ୍ତି । ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି ।  

   Related Posts