Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ବାଲେଶ୍ୱର ଚଡ଼କମରା ନିକଟରେ ଓଲଟି ପଡିଲା ମଦ ବୋଝେଇ ପିକଅପ ଭ୍ୟାନ: ରାସ୍ତାରୁ ମଦ ବୋତଲ ଉଠେଇନେଲେ ଲୋକେ

3/02/2019 at 10:23 AM

ସୋରୋ ୩/୨ : ବାଲେଶ୍ବର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଚଡ଼କମରା ନିକଟରେ ଦୁର୍ଘଟଣା ହୋଇଛି | ଏକ ବିଅର ବୋଝେଇ ପିକଅପ ଭ୍ୟାନ ଓଲଟି ଯିବାରୁ ବିୟର ବୋତଲ ଏବଂ ପେଟି ସବୁ ବିଛାଡ଼ି ପଡିଥିଲା ।

ସୂଚନାଯୋଗ୍ୟ ଯେ, ବିୟର ବୋଝେଇ ପିକଅପ ଭ୍ୟାନଟି ବାଲେଶ୍ୱରରୁ ଭଦ୍ରକ ଯାଉଥିବାବେଳେ ସୋର ଚଡକମାରା ଠାରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଚାଳକ ଆହତ ହୋଇଥିଲାବେଳେ ସ୍ଥାନୀୟ ଲୋକମାନେ ବିୟର ବୋତଲ ଚୋରି କରିନେଇ ଯାଉଥିବାର ଦେଖିବାକୁ ମିଳିଥିଲା ।

ଖବରପାଇ ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

   Related Posts