Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||

କଂଗ୍ରେସକୁ ଝଟ୍‌କା, ବିଜେଡିରେ ମିଶିଲେ ବେଗୁନିଆର କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଦୀପ ସାହୁ

15/11/2021 at 12:07 PM

ଭୁବନେଶ୍ବର ୧୧: ପୁଣି କଂଗ୍ରେସକୁ ଝଟକା । ବିଜେଡିରେ ସାମିଲ ହେଲେ ବେଗୁନିଆର କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଦୀପ ସାହୁ । ନିଜ ସମର୍ଥକଙ୍କ ସହ ବିଜେଡିର ମିଶିଲେ ପ୍ରଦୀପ ସାହୁ ।

୨୦୧୯ରେ କଂଗ୍ରେସ ପ୍ରାର୍ଥୀ ୫୪ ହଜାରରୁ ଅଧିକ ଭୋଟ୍ ପାଇଥିଲେ । ୨୦୧୪ ନିର୍ବାଚନରେ ଆମ ଓଡ଼ିଶା ପାର୍ଟିରୁ ପ୍ରାର୍ଥୀ ହୋଇ ୩୦ ହଜାରରୁ ଅଧିକ ଭୋଟ୍ ପାଇଥିଲେ । ମିଶ୍ରଣ ପର୍ବରେ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଅନ୍ୟ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି ।

   Related Posts