Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ରେଳ ଧାରଣାରୁ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

27/08/2019 at 12:21 PM

ବ୍ରହ୍ମପୁର ୨୭|୮: ରେଳ ଧାରଣାରୁ ମୁଣ୍ଡ ବିହୀନ ଶବ ଉଦ୍ଧାର ହୋଇଛି । ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ରେଳୱେ ଟ୍ରାକ୍ ଗୋଳନ୍ଥରା ରେଳ ଷ୍ଟେସନ ନିକଟରୁ ମୃତଦେହ ମିଳିଛି । ବ୍ରହ୍ମପୁର ଜିଆରପି ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳିଛି । ମୃତକଙ୍କ ପ୍ୟାଣ୍ଟ ପକେଟ୍‌ ରୁ ମିଳିଛି କଟକ- ବ୍ରହ୍ମପୁର ରେଲୱେ ଟିକେଟ୍ । ଟିକେଟ୍ ସହ ମିଳିଛି ଏକ ଏଟିଏମ୍ କାର୍ଡ । ଏଟିଏମ୍‌ କାର୍ଡରେ ହରିହର ସାହୁ ଲେଖା ହୋଇଥିବା ଜଣାପଡିଛି ।

   Related Posts