Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ନିର୍ବାଚନରେ କରୋନା ନିୟମର ଖୁଲମ୍‌ଖୁଲା ଉଲଙ୍ଘନ, ଏପ୍ରିଲ୍‌ ୧୬ରେ ସର୍ବଦଳୀୟ ବୈଠକ ଡକାଇଲେ ନିର୍ବାଚନ ଆୟୋଗ
  • ||
  • ଭୁବନେଶ୍ବର : ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ପରୀକ୍ଷା ହେବ କି ନାହିଁ ସେନେଇ ଚିନ୍ତା କରିବୁ – ଗଣଶିକ୍ଷା ମନ୍ତ୍ରୀ
  • ||
  • ଯାଜପୁର : ଏକ ତରଫା ପ୍ରେମରୁ ଯୁବକଙ୍କ ଉନ୍ମତକାଣ୍ଡ, ବାହା ହେବାକୁ ରାଜି ନହେବାରୁ ସମ୍ପର୍କୀୟ ଭଉଣୀଙ୍କୁ ଚେଙ୍କ ଦେଲା ଭାଇ
  • ||
  • ବାଲେଶ୍ବର : ସମୁଦ୍ରରେ ମାଛ ଧରା ବନ୍ଦ, ଆଜିଠୁ ଜୁନ୍ ୧୫ ଯାଏଁ ବଳବତ୍ତର ରହିବ କଟକଣା
  • ||
  • ଭୁବନେଶ୍ବର : କୋଭିଡ୍ ନିୟମ ଉଲଂଘନକାରୀଙ୍କଠୁ ୨ କୋଟି ୧୭ ଲକ୍ଷ ଟଙ୍କା ଫାଇନ୍ ଆଦାୟ
  • ||
  • ଭୁବନେଶ୍ବର : ୟେଲୋ ଜୋନ୍‌କୁ ଗଲା ୫ ଜିଲ୍ଲା, ପୂର୍ବରୁ ୨ ଜିଲ୍ଲା ରହିଛି ରେଡ୍ ଜୋନ୍‌ରେ
  • ||
  • ଝାରସୁଗୁଡା : କୋଇଲା ଖଣି ମ୍ୟାନେଜର ଅଫିସରୁ ମହିଳା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରି : ମାଲକାନଗିରିରୁ ଛତିଶଗଡକୁ ସଂଯୋଗ ସମସ୍ତ ରାସ୍ତା ସିଲ୍, ଅପ୍ରେଲ ୩୦ଯାଏଁ ବସ୍ ଚଳାଚଳ ଠପ୍
  • ||
  • CBSE ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ, ଛାତ୍ରଛାତ୍ରୀଙ୍କ ମାର୍କ ସ୍ଥିର କରିବ ବୋର୍ଡ
  • ||

ଆଗୁଆ ମିଳିବ ୪ ମାସର ଭତ୍ତା, ଉପକୃତ ହେବେ ୪୮ଲକ୍ଷ ହିତାଧିକାରୀ

17/03/2020 at 2:00 PM

ଭୁବନେଶ୍ବର ୧୭।୩: ଆଗୁଆ ମିଳିବ ୪ ମାସର ଭତ୍ତା । ଏପ୍ରିଲ, ମେ, ଜୁନ୍ ଓ ଜୁଲାଇ ମାସର ଭତ୍ତା ହିତାଧିକାରୀଙ୍କୁ ଆଗୁଆ ପ୍ରଦାନ କରିବେ ରାଜ୍ୟ ସରକାର । ୪୮ ଲକ୍ଷ ହିତାଧିକାରୀଙ୍କୁ ଆଗୁଆ ମିଳିବ ଭତ୍ତା । ମଧୁବାବୁ ପେନସନ ଯୋଜନାରେ ୨୪ ଲକ୍ଷ ହିତାଧିକାରୀଙ୍କୁ ଆଗୁଆ ଭତ୍ତା ମିଳିବ । ଏନଏସଏପି ମାଧ୍ୟମରେ ୨୪ ଲକ୍ଷ ହିତାଧିକାରୀଙ୍କୁ ଭତ୍ତା ମିଳିବ । ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି ।

   Related Posts