Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଭିଜିଲାନ୍ସ ପଞ୍ଝାରେ ବିଇଓ ଅଫିସ୍ ମୁଖ୍ୟ କିରାଣୀ, ବାସଭବନରେ ଚାଲିଛି ଚଢାଉ

27/07/2021 at 10:34 AM

ସମ୍ବଲପୁର ୨୭।୭: ଭିଜିଲାନ୍ସ ଜାଲରେ ବିଇଓ ଅଫିସର ମୁଖ୍ୟ କିରାଣୀ । ସମ୍ବଲପୁର ଧନକଉଡା ମୁଖ୍ୟ କିରାଣୀ ଦିଲ୍ଲୀପ ଦେବଙ୍କ ଘରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ସାକ୍ଷୀପଡା ସ୍ଥିତ ବାସଭବନରେ ଚାଲିଛି ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି ।

ଚଢାଉ ବେଳେ ତାଙ୍କ ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ବିଭାଗ । ତେବେ ତାଙ୍କର କେତେ ସମ୍ପତ୍ତି ଠାବ ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଚଢାଉ ଶେଷ ହେବା ପରେ ଏବାବଦରେ ସ୍ପଷ୍ଟ ତଥ୍ୟ ମିଳିପାରିବ ।

   Related Posts