Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ବ୍ରହ୍ମପୁର ହରିଡାଖଣ୍ଡି ଛକ ନିକଟରେ ଜଣେ ଯୁବକଙ୍କୁ ମାରଣାତ୍ମକ ଆକ୍ରମଣ

25/08/2018 at 3:14 PM

ବ୍ରହ୍ମପୁର ହରିଡାଖଣ୍ଡି ଛକ ନିକଟରେ ଜଣେ ଯୁବକଙ୍କୁ ମାରଣାତ୍ମକ ଆକ୍ରମଣ । ଜଗବନ୍ଧୁ ସାହିର କାଳିଆ ଦାସ ନାମକ ଜଣେ ଯୁବକଙ୍କୁ ୫ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଶାନ୍ତିନଗର ଅଞ୍ଚଳର ରାନି ନାମକ ଜଣେ ଯୁବକଙ୍କ ସମେତ ଅନ୍ଯ ସହଯୋଗୀ ମିଶି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ କାଳିଆକୁ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । କାଳିଆର ମୁଣ୍ଡରେ ଆଘାତ ଲାଗିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଥିବା ଜଣାପଡ଼ିଛି ।

   Related Posts